କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା
କେନ୍ଦ୍ରମନ୍ତ୍ରୀ     ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା

ସମ୍ବଲପୁରର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭକାମନା।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା' ସମଲେଶ୍ୱରୀ ଆପଣଙ୍କୁ ସୁଖୀ,ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ

କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande