କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 26 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧା
କେନ୍ଦ୍ରମନ୍ତ୍ରୀ     ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 26 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ହାର୍ଦ୍ଦିକ

ଅଭିନନ୍ଦନ।

ମହାପ୍ରଭୁ ଶ୍ରୀଜଗନ୍ନାଥ

ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଆୟୁ ଏବଂ ଦେଶ ତଥା ଜାତିର ସେବା ପାଇଁ ଅପାର ଶକ୍ତି ପ୍ରଦାନ

କରନ୍ତୁ। ଆଗାମୀ ବର୍ଷ ଆପଣଙ୍କ ପାଇଁ ସଫଳତାର ନୂତନ ଶିଖର ନେଇ ଆସୁ ଏହି କାମନା କରିଛନ୍ତି କେଭି

ସିଂହଦେଓ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande