'ବନ୍ଦେ ମାତରମ୍'ର ରଚୟିତା ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 26 ଜୁନ୍ (ହି.ସ.)- ''ବନ୍ଦେ ମାତରମ୍''ର ରଚୟିତା ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପ୍ରଖ୍ଯାତ କବି ଏବଂ ଉପନ୍ୟାସକାର ''ବନ୍ଦ
'ବନ୍ଦେ ମାତରମ୍'ର ରଚୟିତା ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ସ୍ମରଣ କଲେ କେଭି     ସିଂହଦେଓ


ଭୁବନେଶ୍ୱର, 26 ଜୁନ୍ (ହି.ସ.)- 'ବନ୍ଦେ ମାତରମ୍'ର ରଚୟିତା ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ସ୍ମୃତିଚାରଣ

କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ

ସିଂହଦେଓ କହିଛନ୍ତି ଯେ, ପ୍ରଖ୍ଯାତ କବି ଏବଂ ଉପନ୍ୟାସକାର 'ବନ୍ଦେ ମାତରମ୍'ର ରଚୟିତା ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ଅବସରରେ

ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande