
ଭୁବନେଶ୍ୱର, 26 ଜୁନ୍ (ହି.ସ.) କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା
। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ
ଜନ୍ମଦିନର ଶୁଭ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା
ସମଲେଶ୍ୱରୀଙ୍କ କୃପାରୁ ଆପଣ ସର୍ବଦା ସୁସ୍ଥ ଓ ନିରୋଗ ରହି ରାଷ୍ଟ୍ରସେବାରେ ବ୍ରତୀ ରୁହନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା