
ଭୁବନେଶ୍ୱର, 26 ଜୁନ୍ (ହି.ସ.) - ଓଡ଼ିଆ ଭାଷା, ସାହିତ୍ୟ
ଓ ସଂସ୍କୃତି ବିଭାଗ ପକ୍ଷରୁ ଆଜି ବର୍ଷ ୨୦୨୩ ଓ ୨୦୨୪ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର
ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିତରଣ
ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରରେ ଅପରାହ୍ନ
4ଟାରେ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା