ଜୟପୁର ମହାରାଜା ସ୍ୱର୍ଗତ ବିକ୍ରମଦେବ ବର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ଜୁନ୍ (ହି.ସ.)- ଜୟପୁର ମହାରାଜା ସ୍ୱର୍ଗତ ବିକ୍ରମଦେବ ବର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ର
ଜୟପୁର ମହାରାଜା ସ୍ୱର୍ଗତ     ବିକ୍ରମଦେବ ବର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 28 ଜୁନ୍ (ହି.ସ.)- ଜୟପୁର ମହାରାଜା

ସ୍ୱର୍ଗତ ବିକ୍ରମଦେବ ବର୍ମାଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା,

ଜୟପୁର ମହାରାଜା ସ୍ୱର୍ଗତ ବିକ୍ରମଦେବ ବର୍ମାଙ୍କ ଜୟନ୍ତୀ ଅବସରରେ

ଭକ୍ତିପୂତ ପ୍ରଣାମ। ଓଡ଼ିଶା ପ୍ରତି ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande