
ଭୁବନେଶ୍ୱର, ୨୮ ଜୁନ୍ (ହି.ସ) - ରାଜ୍ୟ ଆଇନ , ପୂର୍ତ ତଥା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଦିନ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ନିଜ ନିର୍ବାଚନ ମଣ୍ଡଳୀ ସମେତ ବିଭିନ୍ନ ଜିଲ୍ଲାରୁ ଆସିଥିବା ଜନସାଧାରଣ ମାନଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାଗୁଡ଼ିକ ଶୁଣଛନ୍ତି। ମନ୍ତ୍ରୀ ଜନସାଧାରଣଙ୍କ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନ ମାଧ୍ୟମରେ ଆବଶ୍ୟକ ଓ ଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ସମ୍ପର୍କିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା