ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପିଏମ ମୋଦି
ନୂଆଦିଲ୍ଲୀ, 28 ଜୁନ୍ (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓ ଜୀଙ
ପୂର୍ବତନ ପ୍ରଧାନମନ୍ତ୍ରୀ     ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପିଏମ ମୋଦି


ନୂଆଦିଲ୍ଲୀ, 28 ଜୁନ୍ (ହି.ସ.)- ପୂର୍ବତନ

ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପିଏମ

ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ

ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓ ଜୀଙ୍କ ଜନ୍ମଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି।

ଦେଶର ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ସେ ଭାରତର ପ୍ରଗତି ପାଇଁ ଚିରସ୍ମରଣୀୟ ଅବଦାନ

ରଖିଥିଲେ। ଜଣେ ଦକ୍ଷ ପ୍ରଶାସକ ଭାବେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସେ ଜଣେ

ବିଶିଷ୍ଟ ପଣ୍ଡିତ ମଧ୍ୟ ଥିଲେ, ଯିଏ

ଭାରତର ବିବିଧ ସଂସ୍କୃତି ସମ୍ପର୍କରେ ଗଭୀର ଜ୍ଞାନ ଓ ବ୍ୟାପକ ବୁଝାମଣାରେ ସମୃଦ୍ଧ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande