ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 28 ଜୁନ୍ (ହି.ସ.)- ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହେଦଓ କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ
ପୂର୍ବତନ ପ୍ରଧାନମନ୍ତ୍ରୀ     ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 28 ଜୁନ୍ (ହି.ସ.)- ପୂର୍ବତନ

ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହେଦଓ

କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ପିଭି ନରସିଂହା ରାଓଙ୍କ ଜୟନ୍ତୀରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande