ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହ
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ।

ସେହିପରି ଗରମ ଓ ଗୁଳୁଗୁଳି ନେଇ ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande