
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର
ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା
ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ କରୁଣାରୁ ସମସ୍ତଙ୍କ
ଜୀବନ ସୁଖ,
ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା