
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର
ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ପବିତ୍ର ‘ଦେବସ୍ନାନ
ପୂର୍ଣ୍ଣିମା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ
ସୁଖ,
ସମୃଦ୍ଧି ଓ ମଙ୍ଗଳ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା