
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର
ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର
ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଅପାର କରୁଣାରୁ ଆପଣଙ୍କ ଜୀବନ
ସୁଖ,
ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା