ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ ଏକ ବାର୍ତ୍ତା ସେୟାର କରି କହିଛନ୍ତି ଯେ, ପବିତ୍ର ସ୍ନାନପୂର୍ଣ୍ଣିମାର ହାର୍ଦ୍ଦିକ ଶୁଭେଚ୍ଛା। ସ୍ନା
ପବିତ୍ର ଦେବସ୍ନାନ     ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର

ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ନବୀନ ଏକ ବାର୍ତ୍ତା ସେୟାର କରି କହିଛନ୍ତି ଯେ, ପବିତ୍ର

ସ୍ନାନପୂର୍ଣ୍ଣିମାର ହାର୍ଦ୍ଦିକ ଶୁଭେଚ୍ଛା। ସ୍ନାନଵେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ

ଦର୍ଶନ ସଭିଙ୍କ ମନୋକାମନା ପୂରଣ କରୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande