ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶ
ପବିତ୍ର ଦେବସ୍ନାନ     ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ଆଇନ ମନ୍ତ୍ରୀ


ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର

ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande