ଦୁର୍ଘଟଣାରେ ମୃତ ଦିଗପହଣ୍ଡିର ଚନ୍ଦନ ଦାସଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର, ୩୦ ଜୁନ୍ (ହି.ସ)- ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ତହସିଲର ଚନ୍ଦନ ଦାସ (ପିତା – ଅଭି ଦାସ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍
jh


ଭୁବନେଶ୍ୱର, ୩୦ ଜୁନ୍ (ହି.ସ)- ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ତହସିଲର ଚନ୍ଦନ ଦାସ (ପିତା – ଅଭି ଦାସ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande