ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୩୦ ଜୁନ୍ (ହି.ସ)- ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀଙ୍କୁ ତାଙ୍କ ଜନ୍ମ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ
p;up['


ଭୁବନେଶ୍ୱର, ୩୦ ଜୁନ୍ (ହି.ସ)- ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀଙ୍କୁ ତାଙ୍କ ଜନ୍ମ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି ।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ଆପଣଙ୍କର ପ୍ରତିବଦ୍ଧତା, ସଂସଦୀୟ ପରମ୍ପରାର ସଂରକ୍ଷଣରେ ଆପଣଙ୍କର ଅବଦାନ ଏବଂ ସାର୍ବଜନୀନ ଜୀବନରେ ଆପଣଙ୍କର ମର୍ଯ୍ୟାଦାଜନକ ଭୂମିକା ସର୍ବଦା ପ୍ରେରଣାଦାୟକ ହୋଇଆସିଛି। ମୁଁ ଆପଣଙ୍କ ଉତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande