![tyik0[-] tyik0[-]](https://odia.hindusthansamachar.in/Encyc/2026/6/30/904e5b146f71018f80366cfb24782a24_442034163_H@@IGHT_0_W@@IDTH_600.jpeg)
ଭୁବନେଶ୍ୱର, ୩୦ ଜୁନ୍ (ହି.ସ)- ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଙ୍ଗଳବାର ଦିନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ଜନସାଧାରଣ ବଂଟନ ଏବଂ ନୂତନ ଓ ନବୀକରଣ ଯୋଗ୍ୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ଶକ୍ତି ବିଭାଗ ସଚିବ ବିଶାଲ କୁମାର ଦେବ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା