କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 30 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର
କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର     ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 30 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ

ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର

ଅନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।

ଆପଣଙ୍କ ଦୂରଦର୍ଶୀ ନେତୃତ୍ୱ, ରାଷ୍ଟ୍ରର

ପ୍ରଗତି ଏବଂ ସ୍ଥାୟୀ ବିକାଶ ପ୍ରତି ନିରନ୍ତର ସମର୍ପଣ ସମସ୍ତଙ୍କ ପାଇଁ ପ୍ରେରଣାଦାୟକ।

ମହାପ୍ରଭୁଙ୍କ କୃପାରୁ ଆପଣ ସୁସ୍ଥ, ସୁଖୀ ଓ ଦୀର୍ଘାୟୁ ହୁଅନ୍ତୁ ଏବଂ ଦେଶସେବାରେ ଏଭଳି ନିରନ୍ତର ଅବଦାନ

ରଖୁଥାଆନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande