
ଭୁବନେଶ୍ୱର, 30 ଜୁନ୍ (ହି.ସ.)- ରବି ନାଏକଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାଏକଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଆପଣଙ୍କ ନେତୃତ୍ୱରେ ଓଡ଼ିଶାର ପଞ୍ଚାୟତିରାଜ ବ୍ୟବସ୍ଥା
ଆହୁରି ସଶକ୍ତ ଏବଂ ଉନ୍ନତ ହେଉ। ମହାପ୍ରଭୁଙ୍କ ନିକଟରେ ଆପଣଙ୍କ ନିରାମୟ ଓ ଦୀର୍ଘାୟୁ
ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା