
ଭୁବନେଶ୍ୱର, 30 ଜୁନ୍ (ହି.ସ.) - କେନ୍ଦ୍ରମନ୍ତ୍ରୀ
ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ
ଶ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ
ଅପାର କୃପାରୁ ଆପଣ ସଦା ସୁସ୍ଥ, ସୁଖୀ ଓ ଦୀର୍ଘାୟୁ ହୁଅନ୍ତୁ। ରାଷ୍ଟ୍ରସେବାରେ ଆପଣଙ୍କ ନିରନ୍ତର
ସଫଳତା ଓ ଉତ୍ତରୋତ୍ତର ପ୍ରଗତି ପାଇଁ ମୋର ଶୁଭକାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା