ରବି ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 30 ଜୁନ୍ (ହି.ସ.)- ରବି ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ଶ୍ରୀ ରବି ନାଏକଙ୍କୁ
ରବି ନାଏକଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 30 ଜୁନ୍ (ହି.ସ.)- ରବି ନାଏକଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ଗ୍ରାମ୍ୟ ଉନ୍ନୟନ,

ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ଶ୍ରୀ ରବି ନାଏକଙ୍କୁ

ଜନ୍ମଦିନର ଶୁଭ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର

କୃପାରୁ ଆପଣ ସର୍ବଦା ସୁସ୍ଥ ଓ ନିରୋଗ ରୁହନ୍ତୁ,

ଏତିକି ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande