ରବି ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 30 ଜୁନ୍ (ହି.ସ.)- ରବି ନାଏକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ, ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ
ରବି ନାଏକଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 30 ଜୁନ୍ (ହି.ସ.)- ରବି ନାଏକଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ, ପାନୀୟ

ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାଏକଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

ନିକଟରେ ଆପଣଙ୍କର ସୁସ୍ଥ, ଦୀର୍ଘାୟୁ ଓ ନିରାମୟ ଜୀବନ କାମନା କରୁଛି। ଆପଣଙ୍କ ସଫଳ ନେତୃତ୍ୱରେ

ଆମ ଓଡ଼ିଶାର ଗ୍ରାମାଞ୍ଚଳ ବିକାଶ ଧାରା ଆହୁରି ଆଗକୁ ବଢ଼ୁ ଏବଂ ଆପଣ ସଦାସର୍ବଦା ଜନସେବାରେ

ବ୍ରତୀ ରୁହନ୍ତୁ, ଏହା ହିଁ ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande