
ଭୁବନେଶ୍ୱର, ୦୫ ଜୁନ (ହି.ସ) - ବିଶ୍ୱ ପରିବେଶ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ ଚଳଚ୍ଚିତ୍ର ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ଏକ୍ ପେଡ୍ ମା କେ ନାମ୍ ଅଭିଯାନ ରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଠାରେ ବୃକ୍ଷ ରୋପଣ କରିଛନ୍ତି । ପୁରୀ ସାଂସଦ ଡ ସମ୍ବିତ୍ ପାତ୍ର ଏହି ଅବସରରେ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା