ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, 05 ଜୁନ୍ (ହି.ସ.)- ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନା
ଯୋଗୀ


ଭୁବନେଶ୍ୱର, 05 ଜୁନ୍ (ହି.ସ.)- ଯୋଗୀ

ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍ତର

ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ମହାପ୍ରଭୁ ଶ୍ରୀ ଜଗନ୍ନାଥ,

ପ୍ରଭୁ ଶ୍ରୀ ରାମ ଓ ବାବା ଗୋରଖନାଥଙ୍କ ଦିବ୍ୟ

ଆଶୀର୍ବାଦ ଆପଣଙ୍କୁ ସଦା ପ୍ରେରିତ ଓ ସଶକ୍ତ କରୁ, ଯେପରି ଆପଣ ଜନସେବାରେ ନିରନ୍ତର ନିବିଡ଼ ଭାବରେ ଲାଗି ରହିପାରିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande