ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 05 ଜୁନ୍ (ହି.ସ.)- ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତାରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଉତ୍ତର ପ୍ରଦେଶର ଶକ୍ତିବାନ ଓ ଲୋକପ୍ରିୟ ମୁଖ୍ୟମନ୍
ଯୋଗୀ ଆଦିତ୍ୟନାଥଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 05 ଜୁନ୍ (ହି.ସ.)- ଯୋଗୀ

ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତାରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଉତ୍ତର

ପ୍ରଦେଶର ଶକ୍ତିବାନ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

କେନ୍ଦ୍ରମନ୍ତ୍ରୀ କହିଛନ୍ତି

ଯେ, ଆପଣଙ୍କ ନେତୃତ୍ୱରେ ଉତ୍ତର ପ୍ରଦେଶ

ସୁଶାସନ, ସୁରକ୍ଷା,

ସାଂସ୍କୃତିକ ଗୌରବ ଓ ବିକାଶର ନୂତନ ମାନଦଣ୍ଡ ସ୍ଥାପନ

କରି ‘ବିକଶିତ ଭାରତ’ର ସଂକଳ୍ପକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖୁଛି। ଇଶ୍ୱରଙ୍କୁ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ ପାଇଁ ପ୍ରାର୍ଥନା

କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande