
ଭୁବନେଶ୍ୱର, 08 ଜୁନ୍ (ହି.ସ.)- ଅର୍ଜୁନ ଚରଣ
ସେଠୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପୂର୍ବତନ ସାଂସଦ ତଥା
କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ପୁଣ୍ୟତିଥି ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା