ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ
ଜୟପୁର, ୦୧ ଜୁଲାଇ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ପଢେଉକେରା ଗ୍ରାମର କୈଳାଶ ହରିଜନ (୪୬) । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ପଢେଇକେରା ଗ୍ରାମ ରାସ୍ତାରେ ଚଢାଉ କରିଛି । ଚଢାଉ କରି ୩୨
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର, ୦୧ ଜୁଲାଇ (ହି.ସ.) - ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ପଢେଉକେରା ଗ୍ରାମର କୈଳାଶ ହରିଜନ (୪୬) । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ପଢେଇକେରା ଗ୍ରାମ ରାସ୍ତାରେ ଚଢାଉ କରିଛି । ଚଢାଉ କରି ୩୨ ଲିଟର ଦେଶି ମଦ ସହ ବାଇକ ଜବତ କରି ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande