ପଲ୍ଲୀକବି ନନ୍ଦକିଶୋର ବଳଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 01 ଜୁଲାଇ (ହି.ସ.)- ପଲ୍ଲୀକବି ନନ୍ଦକିଶୋର ବଳଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ ପଲ୍ଲୀକବି ନନ୍ଦକିଶୋର ବ
ପଲ୍ଲୀକବି ନନ୍ଦକିଶୋର ବଳଙ୍କ     ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 01 ଜୁଲାଇ (ହି.ସ.)- ପଲ୍ଲୀକବି

ନନ୍ଦକିଶୋର ବଳଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସାହିତ୍ୟିକ ପଲ୍ଲୀକବି ନନ୍ଦକିଶୋର ବଳଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଓଡ଼ିଆ

ସାହିତ୍ୟ ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ଓ ସୃଜନ ସାଧନା ସଦା ସର୍ବଦା ସ୍ମରଣୀୟ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande