ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କୟା ନାଇଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 01 ଜୁଲାଇ (ହି.ସ.)- ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କୟା ନାଇଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଭାରତର ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍.
ପୂର୍ବତନ ଉପରାଷ୍ଟ୍ରପତି     ଶ୍ରୀ ଏମ୍. ଭେଙ୍କୟା ନାଇଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 01 ଜୁଲାଇ (ହି.ସ.)- ପୂର୍ବତନ

ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କୟା ନାଇଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ

ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଭାରତର

ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କୟା ନାଇଡୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ରାଜ୍ୟପାଳ କହିଛନ୍ତି ଯେ, ଜଣେ

ବିଶିଷ୍ଟ ରାଷ୍ଟ୍ରନାୟକ ଏବଂ ପ୍ରେରଣାଦାୟକ ନେତା ଭାବେ, ଜନସେବା, ଗ୍ରାମୀଣ

ବିକାଶ ଓ ଜାତୀୟ ପ୍ରଗତି ପ୍ରତି ଆପଣଙ୍କର ଆଜୀବନ ସମର୍ପଣ ପିଢ଼ି ପିଢ଼ି ପାଇଁ ପ୍ରେରଣାର ଉତ୍ସ

ହୋଇ ରହିଛି। ଆପଣଙ୍କର ସୁସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି ଏବଂ ଦୀର୍ଘାୟୁ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande