ବିଧାନସଭାରେ ବାଚସ୍ପତି ସୁରମା ପାଢୀଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 01 ଜୁଲାଇ (ହି.ସ.)- ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଚସ୍ପତି ସୁରମା ପାଢୀଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁସ୍ତକ ଉନ୍ମୋଚନ କରିଛନ୍ତି । ଏହାସହିତ ଓଡ଼ିଶା ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ
ବିଧାନସଭାରେ ବାଚସ୍ପତି     ସୁରମା ପାଢୀଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 01 ଜୁଲାଇ (ହି.ସ.)- ଓଡ଼ିଶା ବିଧାନସଭାର

୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଚସ୍ପତି ସୁରମା ପାଢୀଙ୍କ ଦୁଇ ବର୍ଷ

ପୂର୍ତ୍ତି ଉପଲକ୍ଷେ ପୁସ୍ତକ ଉନ୍ମୋଚନ କରିଛନ୍ତି । ଏହାସହିତ ଓଡ଼ିଶା ବିଧାନସଭା ପରିସରରେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଅତ୍ୟାଧୁନିକ ଫିଜିଓଥେରାପି କେନ୍ଦ୍ରକୁ ଉଦଘାଟନ କରିଛନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande