
ଭୁବନେଶ୍ୱର, ୦୧ ଜୁଲାଇ (ହି.ସ) - ଓଡ଼ିଶା ବିଧାନସଭା ପରିସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏବଂ ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଅତ୍ୟାଧୁନିକ ଫିଜିଓଥେରାପି କେନ୍ଦ୍ର ଉଦଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ଫିଜିଓଥେରାପି କେନ୍ଦ୍ର ବିଧାନସଭା ସହ ଜଡିତ ସମସ୍ତଙ୍କୁ ଉନ୍ନତ ଓ ସୁଲଭ ସ୍ୱାସ୍ଥ୍ୟସେବା ପ୍ରଦାନରେ ସହାୟକ ହେବ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା