ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ୧୬ରେ, ରାଜଭବନ ଛକରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ
ଭୁବନେଶ୍ୱର, 15 ଜୁଲାଇ (ହି.ସ.) ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ଜୁଲାଇ ୧୬ ତାରିଖ (ଗୁରୁବାର) ସକାଳ ୮ଟା ୩୦ ମିନିଟ୍ରେ ଭୁବନେଶ୍ୱରର ରାଜଭବନ ଛକଠାରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି ଅବସରରେ ବିଭିନ୍ନ ବିଶିଷ
ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ୧୬ରେ, ରାଜଭବନ ଛକରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ


ଭୁବନେଶ୍ୱର, 15 ଜୁଲାଇ (ହି.ସ.) ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ଜୁଲାଇ ୧୬ ତାରିଖ (ଗୁରୁବାର) ସକାଳ ୮ଟା ୩୦ ମିନିଟ୍ରେ ଭୁବନେଶ୍ୱରର ରାଜଭବନ ଛକଠାରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହେବ।

ଏହି ଅବସରରେ ବିଭିନ୍ନ ବିଶିଷ୍ଟ ଅତିଥି, ଜନପ୍ରତିନିଧି, ସମାଜସେବୀ ଏବଂ ବୁଦ୍ଧିଜୀବୀମାନେ ଯୋଗଦେଇ ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ଅବଦାନକୁ ସ୍ମରଣ କରିବେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande