ରଥଯାତ୍ରା ଅବସରରେ ଉତ୍କଳ ପ୍ରସଙ୍ଗ, ଓଡ଼ିଶା ରିଭ୍ୟୁ ଓ ପ୍ରଗତି ପ୍ରବାହ ପତ୍ରିକାର ଉନ୍ମୋଚିତ
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’, ‘ଓଡ଼ିଶା ରିଭ୍ୟୁ’ ଏବଂ ‘ପ୍ରଗତି ପ୍ରବାହ’ ପତ୍ରିକାର ଶୁଭ ଉନ୍ମୋଚନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝ
maga


ଭୁବନେଶ୍ୱର, ୧୬ ଜୁଲାଇ (ହି.ସ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’, ‘ଓଡ଼ିଶା ରିଭ୍ୟୁ’ ଏବଂ ‘ପ୍ରଗତି ପ୍ରବାହ’ ପତ୍ରିକାର ଶୁଭ ଉନ୍ମୋଚନ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ , ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ . ପ୍ରଭାତୀ ପରିଡା , ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ , ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର ,, ମନ୍ତ୍ରୀଗଣ, ସାଂସଦ, ବିଧାୟକ ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande