
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ)- ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରଥଯାତ୍ରା ଉପଲକ୍ଷେ ଡ୍ରାଇଭର ମହାସଂଘ, ଉମରକୋଟ ପକ୍ଷରୁ ଆୟୋଜିତ ସଭାରେ ଯୋଗ ଦେଇଛନ୍ତି। ମନ୍ତ୍ରୀ ଡ୍ରାଇଭର ଭାଇମାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହିତ ପବିତ୍ର ରଥାଯାତ୍ରା ଅବସରରେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହୁ ବୋଲି ମନ୍ତ୍ରୀ କାମନା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା