
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ)- ପବିତ୍ର ଘୋଷଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ଟଙ୍କତୋରାଣି ବଂଟନ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି। ଏହାସହ ସେ ନିଜେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଶ୍ରଦ୍ଧାର ସହ ଟଙ୍କତୋରାଣି ବଂଟନ କରିଛନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା