ପବିତ୍ର 'ରଥଯାତ୍ରା'ର ଶୁଭକାମନା ଜଣାଇଲେ ଦୁଇ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 16 ଜୁଲାଇ (ହି.ସ.)- ପବିତ୍ର ''ରଥଯାତ୍ରା''ର ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ନୀଳାଚଳ ନିବାସାୟ ନିତ୍ୟାୟ ପରମାତ୍ମନେ ବଳଭଦ୍ର ସୁଭଦ୍ରାଭ୍ୟା
ପବିତ୍ର 'ରଥଯାତ୍ରା'ର     ଶୁଭକାମନା ଜଣାଇଲେ ଦୁଇ ଉପମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 16 ଜୁଲାଇ (ହି.ସ.)- ପବିତ୍ର 'ରଥଯାତ୍ରା'ର

ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କେଭି ସିଂହଦେଓ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ନୀଳାଚଳ ନିବାସାୟ ନିତ୍ୟାୟ ପରମାତ୍ମନେ ବଳଭଦ୍ର

ସୁଭଦ୍ରାଭ୍ୟାଂ ଜଗନ୍ନାଥାୟତେ ନମଃ ।ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା

ଜଣାଉଛି ।

ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହେଦଓ କହିଛନ୍ତି ଯେ, ପବିତ୍ର ରଥଯାତ୍ରା ଅବସରରେ ସମସ୍ତ ଓଡ଼ିଶାବାସୀ ଙ୍କୁ ମୋର

ହାର୍ଦ୍ଦିକ ଅଭିନନ୍ଦନ।ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ ପ୍ରଗତିରେ ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande