ଭିଡିଓ ବାର୍ତ୍ତା ଜାରି ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, 16 ଜୁଲାଇ (ହି.ସ.)- ଭିଡିଓ ବାର୍ତ୍ତା ଜାରି ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ରଥଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ
ଭିଡିଓ ବାର୍ତ୍ତା ଜାରି ପବିତ୍ର     ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା


ଭୁବନେଶ୍ୱର, 16 ଜୁଲାଇ (ହି.ସ.)- ଭିଡିଓ

ବାର୍ତ୍ତା ଜାରି ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ରଥଯାତ୍ରାର ହାର୍ଦ୍ଦିକ

ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ ଆଶୀର୍ବାଦ ସଭିଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ। ଜୟ ଜଗନ୍ନାଥ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande