ଅତାବିରା ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ଜୁଲାଇ (ହି.ସ.)- ଅତାବିରା ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଅତାବିରାର ବିଧାୟକ ଶ୍ରୀ ନିହାର ରଂଜନ ମହାନନ୍ଦଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ
ଅତାବିରା ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 17 ଜୁଲାଇ (ହି.ସ.)- ଅତାବିରା ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଅତାବିରାର ବିଧାୟକ ଶ୍ରୀ ନିହାର ରଂଜନ ମହାନନ୍ଦଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭେଚ୍ଛା। ମା' ସମଲେଶ୍ବରୀଙ୍କ

ନିକଟରେ ଆପଣଙ୍କ ସୁଖ, ସମୃଦ୍ଧି ଓ

ମଙ୍ଗଳମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande