
ଭୁବନେଶ୍ୱର, 17 ଜୁଲାଇ (ହି.ସ.)- ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନଙ୍କୁ ଜନ୍ମଦିନର
ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ନେତା, ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ
ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ସୁଖମୟ ଓ ଦୀର୍ଘାୟୁ ହେଉ, ଏହା ହିଁ କାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା