ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 17 ଜୁଲାଇ (ହି.ସ.)- ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରଜଙ୍ଗ ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ
ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା     ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 17 ଜୁଲାଇ (ହି.ସ.)- ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ପ୍ରଧାନଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପରଜଙ୍ଗ ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ

ବିଭୂତି ଭୂଷଣ ପ୍ରଧାନ ମହୋଦୟଙ୍କୁ ଜନ୍ମଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆପଣଙ୍କର ନିଷ୍ଠାପର ଜନସେବା, ଦୂରଦୃଷ୍ଟି

ସମ୍ପନ୍ନ ନେତୃତ୍ୱ ଏବଂ ଅଞ୍ଚଳର ଉନ୍ନତି ପାଇଁ ଆପଣଙ୍କର ପ୍ରୟାସ ନିରନ୍ତର ଜାରି ରହୁ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ସମୃଦ୍ଧ ଜୀବନ ପ୍ରଦାନ କରନ୍ତୁ, ଏହି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande