ବିଧାୟକ ବିଭୂତି ଭୂଷଣ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 17 ଜୁଲାଇ (ହି.ସ.)- ବିଧାୟକ ବିଭୂତି ଭୂଷଣ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପରଜଙ୍ଗର ବିଧାୟକ ଶ୍ରୀ ବିଭୂତି ଭୂଷଣ ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭ
ବିଧାୟକ ବିଭୂତି ଭୂଷଣ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 17 ଜୁଲାଇ (ହି.ସ.)-

ବିଧାୟକ ବିଭୂତି ଭୂଷଣ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପରଜଙ୍ଗର ବିଧାୟକ

ଶ୍ରୀ ବିଭୂତି ଭୂଷଣ ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ। ମହାପ୍ରଭୁ

ଶ୍ରୀ ଜଗନ୍ନାଥଙ୍କ କୃପାରୁ ଆପଣଙ୍କ ଜୀବନ ସୁସ୍ଥ, ଦୀର୍ଘାୟୁ ଏବଂ ମଙ୍ଗଳମୟ

ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande