ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ
ଭୁବନେଶ୍ୱର, ୧୭ ଜୁଲାଇ (ହି.ସ)- ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଖବର ପାଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୋସିଆଲ ମିଡିଆ ସାଇଟ୍
sdff


ଭୁବନେଶ୍ୱର, ୧୭ ଜୁଲାଇ (ହି.ସ)- ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଖବର ପାଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ନବୀନ ଲେଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି। ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande