ଆୟୁଷ୍ମାନ ଭାରତ କାର୍ଡରେ ମିଳିବ କ୍ୟାନ୍ସର ଚିକିତ୍ସା ସୁବିଧା
ଭୁବନେଶ୍ୱର, ୧୮ ଜୁଲାଇ (ହି.ସ)- ଏଣିକି ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇଛନ୍ତି। ବଜେଟ୍ ରେ ମୁଖ୍ୟମନ୍ତ୍ରୀ କ୍ୟାନ୍ସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି ପ୍ୟାକେଜ୍ କୁ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ସାମିଲ
mukesh mahaling


ଭୁବନେଶ୍ୱର, ୧୮ ଜୁଲାଇ (ହି.ସ)- ଏଣିକି ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ । ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇଛନ୍ତି। ବଜେଟ୍ ରେ ମୁଖ୍ୟମନ୍ତ୍ରୀ କ୍ୟାନ୍ସର ଆରୋଗ୍ୟ ଯୋଜନା ସାମିଲ ହୋଇଛି। ୧୨୧ଟି ପ୍ୟାକେଜ୍ କୁ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ସାମିଲ କରିଛୁ। ଏହା ଭିତରେ କ୍ୟାନ୍ସର ଚିକିତ୍ସା ପାଇଁ ମଧ୍ୟ ବ୍ୟବସ୍ଥା ରହିଛି। କ୍ୟାନ୍ସର ଚିକିତ୍ସା ବାବଦ ଖର୍ଚ୍ଚ ରାଜ୍ୟ ପାଣ୍ଠିରୁ ବହନ କରାଯିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande