ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା
ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande