ରେଳମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ, କେନ୍ଦ୍ରମ
ରେଳମନ୍ତ୍ରୀଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀ

ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମନ୍ତ୍ରିମଣ୍ଡଳରେ

ମୋର ସହଯୋଗୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଜୀଙ୍କୁ ଜନ୍ମଦିନର ଆନ୍ତରିକ

ଶୁଭେଚ୍ଛା।

ମହାପ୍ରଭୁଙ୍କ ଅପାର କୃପାରୁ

ଆପଣ ସୁସ୍ଥ, ସୁଖୀ ଓ ଦୀର୍ଘାୟୁ ହୁଅନ୍ତୁ ଏବଂ ଆଗାମୀ ଦିନରେ ମଧ୍ୟ ସମର୍ପଣ ଓ

ନିଷ୍ଠାର ସହିତ ଦେଶସେବା କରିଚାଲନ୍ତୁ—ଏହାହିଁ ମୋର ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande