ରେଳମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମ
ରେଳମନ୍ତ୍ରୀଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ

ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି

ମନ୍ତ୍ରୀ ଶ୍ରୀଯୁକ୍ତ ଅଶ୍ୱିନୀ ବୈଷ୍ଣବ ମହୋଦୟଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ

ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ କରିବା ସହ ସଦାସର୍ବଦା

ନିରାମୟ ଓ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ, ଏହା ହିଁ ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande