ରେଳମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ଜୁଲାଇ (ହି.ସ.)- କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ
ରେଳମନ୍ତ୍ରୀଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 18 ଜୁଲାଇ (ହି.ସ.)- କେନ୍ଦ୍ର

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ରେଳ

ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସଦାସର୍ବଦା ସୁସ୍ଥ ଓ ଦୀର୍ଘାୟୁ ରୁହନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande