
ପୁରୀ, ୧୯ ଜୁଲାଇ (ହି.ସ.)- ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଶେଷ ସୂଚନା ଦିଆଯାଇଛି ଯେ, ରବିବାର ରାତିରେ ବନକଲାଗି ନୀତି ଅନୁଷ୍ଠିତ ହେବ | ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତ୍ର ୯ଟା ଠାରୁ ୩ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ହିନ୍ଦୁସ୍ଥାନ ସମାଚାର / ବିଜୟ