ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ ମାଝୀ
ଭୁବନେଶ୍ୱର, 19 ଜୁଲାଇ (ହି.ସ.)- ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଜ
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ ମାଝୀ


ଭୁବନେଶ୍ୱର, 19 ଜୁଲାଇ (ହି.ସ.)- ଦିଲ୍ଲୀ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ

ଶ୍ରୀମତୀ ରେଖା ଗୁପ୍ତା ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ

କୃପାରୁ ଆପଣ ଦୀର୍ଘାୟୁ, ସୁସ୍ଥ ଓ

ସମୃଦ୍ଧ ଜୀବନ ଲାଭ କରନ୍ତୁ, ଏବଂ

ଜନସେବାରେ ଆପଣଙ୍କର ନିଷ୍ଠାପୂର୍ଣ୍ଣ କାର୍ଯ୍ୟ ନିରନ୍ତର ସଫଳତାର ଶିଖର ଛୁଅନ୍ତୁ—ଏହି ମୋର

ଆନ୍ତରିକ କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande